• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଭ୍ରମଣର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୫ ବୁଧବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି-୧୪ଶୀ ରାତ୍ରି ଅମାବାସ୍ୟା ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ରାତ୍ରି ୦୯.୧୬ ପର୍ଯ୍ୟନ୍ତ

Gemini

ମିଥୁନ

Wednesday 05 Jun 2024

ମୃଗଶିରା- ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । କୈାଣସି ନୂତନ ଯାନ, ବାହନ କିଣି ପାରନ୍ତି । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ

ଆଦ୍ରା- କୈାଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ସରକାରୀ କାମରେ ସଫଳତା ପାଇବେ

ପୁନର୍ବସୁ- ବହୁ ଦିନରୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । ମନସ୍ଥାପରେ ସମୟ କଟାଇବେ ଓ ବିରକ୍ତି ଭାବ ପ୍ରକାଶ କରିବେ । ଅନ୍ୟର ସାହାର‌୍ୟ୍ୟରେ ଅଟକି ରହିଥିବା କାମକୁ ସପୂର୍ଣ୍ଣ କରିବେ ।

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :