• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଭ୍ରମଣର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୫ ବୁଧବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି-୧୪ଶୀ ରାତ୍ରି ଅମାବାସ୍ୟା ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ରାତ୍ରି ୦୯.୧୬ ପର୍ଯ୍ୟନ୍ତ

Cancer

କର୍କଟ

Wednesday 05 Jun 2024

ପୁନର୍ବସୁ- ପ୍ରେମିକା , ପ୍ରେମିକ ଦର୍ଶନୀୟ ସାନକୁ ବୁଲି ଯିବେ । ଅଫିସ୍ରେ ଆପଣଙ୍କର କାମରେ ପ୍ରଂଶସା ହେବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ

ପୁଷ୍ୟା- ଆର୍ଥିକ ଲାଭ ତଥା ଭୂମି, ସୁନା ଆଦି ଲାଭ କରିବେ । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ବନ୍ଧୁ ପରିଜନଙ୍କ ଠାରୁ ପ୍ରଶଂସିତ ହେବେ ।

ଅଶ୍ଲେଷା- ମହିଳା ମାନଙ୍କ ମନରେ ନୂଆ ଆଶା ସୃଷ୍ଟି ହେବ । ଅଦାଲତରୁ ସୁଫଳ ମିଳିପାରେ । ଭୂ-ସମ୍ପତି କିଣିବାର ଯୋଗ ରହିଛି

ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :