• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଭ୍ରମଣର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୫ ବୁଧବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି-୧୪ଶୀ ରାତ୍ରି ଅମାବାସ୍ୟା ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ରାତ୍ରି ୦୯.୧୬ ପର୍ଯ୍ୟନ୍ତ

Leo

ସିଂହ

Wednesday 05 Jun 2024

ମଘା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ

ପୂ,ଫାଲଗୁନି- ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ

ଉ,ଫାଲଗୁନି- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :