• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଭ୍ରମଣର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୫ ବୁଧବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି-୧୪ଶୀ ରାତ୍ରି ଅମାବାସ୍ୟା ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ରାତ୍ରି ୦୯.୧୬ ପର୍ଯ୍ୟନ୍ତ

Virgo

କନ୍ୟା

Wednesday 05 Jun 2024

ଉ,ଫଳଗୁନି- ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ । ସାମୟିକ ଦେହପିଡା, ଓ ବନ୍ଧୁ ବିୟୋଗ ଦେଖାଦେବ । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର‌୍ୟ୍ୟ ବ୍ୟସ୍ତତା ଯୋଗୁଁ ହଇରାଣ ହୋଇ ପାରନ୍ତି ।

ହସ୍ତା- ନୂତନ ଯୋଜନା କୁ କାର‌୍ୟ୍ୟକାରୀ କରନ୍ତୁ ନାହିଁ । ଛାତ୍ରଛାତ୍ରୀ ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ ।

ଚିତ୍ରା- ଜମି କିଣିବା ଲାଗି ସୁନ୍ଦର ଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । କେକେ କ୍ଷେତ୍ରରେ ପ୍ରତିଯୋଗୀତା ମନୋଭାବ ଉପୁଜିପାରେ ।

ପ୍ରତିକାର – ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :