• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଭ୍ରମଣର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୫ ବୁଧବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି-୧୪ଶୀ ରାତ୍ରି ଅମାବାସ୍ୟା ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ରାତ୍ରି ୦୯.୧୬ ପର୍ଯ୍ୟନ୍ତ

Libra

ତୁଳା

Wednesday 05 Jun 2024

ଚିତ୍ରା- ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତବ୍ୟ ନିଷ୍ଠା ଯୋଗୁ ଘରେ ,ବାହାରେ ସମସ୍ତଙ୍କର ଆଦର ହେବେ । ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ

ସ୍ୱାତୀ- ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର‌୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନିଅନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ ।

ବିଶାଖା- ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । ପୁରା ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :