• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଭ୍ରମଣର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୫ ବୁଧବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି-୧୪ଶୀ ରାତ୍ରି ଅମାବାସ୍ୟା ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ରାତ୍ରି ୦୯.୧୬ ପର୍ଯ୍ୟନ୍ତ

Sagittarius

ଧନୁ

Wednesday 05 Jun 2024

ମୂଳା- କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ । ସନ୍ଧ୍ୟା ସମୟରେ ପରିବାର ଲୋକଙ୍କ ସହିତ ସମୟ ବିତାଇବେ

ପୂ,ଷାଢା- ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ନିର୍ମାଣ କାର‌୍ୟ୍ୟରେ ଆଗେଇବେ

ଉ,ଷାଢା- ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ବାହ୍ୟ ଶତୃଙ୍କ ଠାରୁ ଦୂରରେ ରହିଲେ ଭଲ

ପ୍ରତିକାର – ଶ୍ରୀ ରାମଙ୍କ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :