• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Mar 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୦୫ ତାରିଖ ମଙ୍ଗଳବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି- ୯ମୀ ଦିବା ୦୮.୦୪ ଗତେ ୧୦ମୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Tuesday 05 Mar 2024

ଅଶ୍ୱନୀ- ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ ।

ଦ୍ୱିଜା- ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।

କୃତିକା- ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ନୂତନ ଆୟର ପନ୍ଥା ଖୋଲିବା ସହ ଉତ୍ତମ ରୋଜଗାର ହେବ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର -  ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ  

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :