• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Mar 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୦୫ ତାରିଖ ମଙ୍ଗଳବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି- ୯ମୀ ଦିବା ୦୮.୦୪ ଗତେ ୧୦ମୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Tuesday 05 Mar 2024

ଧନିଷ୍ଠା- ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।
ଶତଭିଷା- ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ପୂ,ଭାଦ୍ରପଦ- ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ । ବହୁତ ବିଳମ୍ବରେ ହାତକୁ ନେଇଥିବା କାମଗୁଡିକ ଠିକ ଭାବରେ ସମ୍ପନ୍ନ ହେବ ।
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :