• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th March 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ରବିବାର । ଚନ୍ଦ୍ର – କର୍କଟ ରାତ୍ରି ୦୯.୩୦ ଗତେ ସିଂହ,ତିଥି – ୧୩ଶୀ ଦିବା ୦୨.୦୭ ଗତେ ୧୪ଶୀ,ଘାତ ଚନ୍ଦ୍ର – ରାତ୍ରି ୦୯.୩୦ ଗତେ କର୍କଟ , ମକର,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Taurus

ବୃଷ

Sunday 05 Mar 2023

କୃତିକା - ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ ।

ରୋହିଣୀ – ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ମୃଗଶିରା – ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :