ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ରବିବାର । ଚନ୍ଦ୍ର – କର୍କଟ ରାତ୍ରି ୦୯.୩୦ ଗତେ ସିଂହ,ତିଥି – ୧୩ଶୀ ଦିବା ୦୨.୦୭ ଗତେ ୧୪ଶୀ,ଘାତ ଚନ୍ଦ୍ର – ରାତ୍ରି ୦୯.୩୦ ଗତେ କର୍କଟ , ମକର,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ
ମୃଗଶିରା - ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।
ଆଦ୍ରା - ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ପୁନର୍ବସୁ - ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫