• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th March 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ରବିବାର । ଚନ୍ଦ୍ର – କର୍କଟ ରାତ୍ରି ୦୯.୩୦ ଗତେ ସିଂହ,ତିଥି – ୧୩ଶୀ ଦିବା ୦୨.୦୭ ଗତେ ୧୪ଶୀ,ଘାତ ଚନ୍ଦ୍ର – ରାତ୍ରି ୦୯.୩୦ ଗତେ କର୍କଟ , ମକର,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Cancer

କର୍କଟ

Sunday 05 Mar 2023

ପୁନର୍ବସୁ - ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।

ପୁଷ୍ୟା – ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ

ଅଶ୍ଳେଷା - ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।

ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :