• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ।

Taurus

ବୃଷ

Wednesday 05 Mar 2025

କୃତିକା- ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ ।

ରୋହିଣୀ- ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ଚାକିରୀକ୍ଷେତ୍ରରେ ଅପବାଦ ସହିବାକୁ ପଡିବ । ପିଲାମାନେ ଅପଯଶ ପାଇପାରନ୍ତି।

ମୃଗଶିରା- ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୁଖ ଉପଭୋଗ କରିବେ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ।  ଚନ୍ଦ୍ର- ମେଷ ଦିବା ୦୮.୧୩ ଗତେ । ବୃଷ ତିଥି- ୬ଷ୍ଠୀ ଦିବା ୧୨.୫୧ ଗତେ ୭ମୀ ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୧୩ ଗତେ ବିଛା ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ