• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ।

Aquarius

କୁମ୍ଭ

Wednesday 05 Mar 2025

ଧନିଷ୍ଠା- ସାମୟିକ ଶାରୀରିକ ଦୁର୍ବଳତା ଅନୁଭବ କରିବେ । କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ । ପାରିବାରିକ ସୁଖ ଅପେକ୍ଷା ବ୍ୟକ୍ତିଗତ ସୁଖକୁ ଅଧିକ ଗୁରୁତ୍ୱ ଦେବେ । ସର୍ବସାଧାରଣ କାର୍ଯ୍ୟ ଏବଂ ନୂତନ ପ୍ରକଳ୍ପ ପ୍ରତି ଆଗ୍ରହ ବୃଦ୍ଧି ପାଇବ ।

ଶତଭିଷା- ବ୍ୟବସାୟରେ ସାମାନ୍ୟ ଲାଭ ରହିବ । ରାଜନୈତିକ କ୍ଷେତ୍ରରେ ନୂଆ ସମ୍ମାନ ମିଳିବ । ଛାତ୍ରଛାତ୍ରୀମାନେ ସଫଳତା ଦିଗରେ ଆଗେଇବେ । ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ ।

ପୂ, ଭାଦ୍ରପଦ- ନୂତନ ଜମି କ୍ରୟ କରିବାର ସୁଯୋଗ ଆସିବ । ଗୃହିଣୀ ମାନେ କାର୍ଯ୍ୟ ବ୍ୟସ୍ତତା ରହିବେ । ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ।  ଚନ୍ଦ୍ର- ମେଷ ଦିବା ୦୮.୧୩ ଗତେ । ବୃଷ ତିଥି- ୬ଷ୍ଠୀ ଦିବା ୧୨.୫୧ ଗତେ ୭ମୀ ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୧୩ ଗତେ ବିଛା ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ