କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ।
ପୂ,ଭାଦ୍ରପଦ- ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ।
ଉ,ଭାଦ୍ରପଦ- ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ । ଶିକ୍ଷାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ ।
ରେବତୀ- ପରିସ୍ଥିତିବଶତଃ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । କୋର୍ଟର ରାୟ ଡେରି ହୋଇପାରେ । ମହିଳା ମାନଙ୍କ ଦିନ ଭଲରେ କଟିବ।
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର- ମେଷ ଦିବା ୦୮.୧୩ ଗତେ । ବୃଷ ତିଥି- ୬ଷ୍ଠୀ ଦିବା ୧୨.୫୧ ଗତେ ୭ମୀ ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୧୩ ଗତେ ବିଛା ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ