କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ।
ମୃଗଶିରା- ଯୋଗାଯୋଗ ଅଭାବ ହେତୁ ସମ୍ପର୍କ ମଧ୍ୟରେ ଦୂରତା ରହିପାରେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ।
ଆଦ୍ରା- କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ । ଭାଗ୍ୟର ପରିବର୍ତ୍ତନ ହେଲା ଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ।
ପୁନର୍ବସୁ- ଧନ ସମ୍ପତ୍ତି ବୃଦ୍ଧି ହୋଇପାରେ । ମହିଳାମାନେ ଆତ୍ମ ସମ୍ମାନ ବଜାୟ ରଖିବେ । ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ବିଚାର ବିଭାଗ ରାୟ ସପକ୍ଷରେ ଯିବ।
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର- ମେଷ ଦିବା ୦୮.୧୩ ଗତେ । ବୃଷ ତିଥି- ୬ଷ୍ଠୀ ଦିବା ୧୨.୫୧ ଗତେ ୭ମୀ ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୧୩ ଗତେ ବିଛା ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ