• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ।

Cancer

କର୍କଟ

Wednesday 05 Mar 2025

ପୁନର୍ବସୁ- ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ଚାକିରୀ କ୍ଷେତ୍ରରେ କିଛି ସମସ୍ୟା ଦେଖାଦେବ । ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ ।

ପୁଷ୍ୟା- ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ରାଜନୀତିରେ ସତର୍କ ରହି କାର୍ଯ୍ୟ କରନ୍ତୁ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ ।

ଅଶ୍ଲେଷା- ସଭାସମିତିରେ ସୀମା ଭିତରେ ରହିବା ଭଲ ନଥବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ । ମହିଳାମାନେ ଦର୍ଶନାଭିଳାଷି ହେବେ।

ପ୍ରତିକାର –ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ।  ଚନ୍ଦ୍ର- ମେଷ ଦିବା ୦୮.୧୩ ଗତେ । ବୃଷ ତିଥି- ୬ଷ୍ଠୀ ଦିବା ୧୨.୫୧ ଗତେ ୭ମୀ ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୧୩ ଗତେ ବିଛା ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ