• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ।

Leo

ସିଂହ

Wednesday 05 Mar 2025

ମଘା-ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ ।

ପୂ- ଫାଲ୍‌ଗୁନୀ- କର୍ମକ୍ଷେତ୍ରରେ ଅନେକ ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।

ଉ- ଫାଲ୍‌ଗୁନୀ- ସମ୍ପତି ଲାଭ ହୋଇପାରେ । ମହିଳା ମାନେ ଯୋଗ୍ୟ ପ୍ରତିପାଦିତ ହେବେ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ।

ପ୍ରତିକାର – ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ।  ଚନ୍ଦ୍ର- ମେଷ ଦିବା ୦୮.୧୩ ଗତେ । ବୃଷ ତିଥି- ୬ଷ୍ଠୀ ଦିବା ୧୨.୫୧ ଗତେ ୭ମୀ ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୧୩ ଗତେ ବିଛା ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ