କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ।
ଉ,ଫଳଗୁନି- ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ପିଲାମାନେ ମଧ୍ୟମ ଧରଣର ଫଳ ପାଇବେ । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ
ହସ୍ତା- କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି । ବ୍ୟବସାୟରେ ଆୟ ବୃଦ୍ଧି କରିବେ । ପିଲାମାନେ କୃତିତ୍ୱ ଅର୍ଜନ କରିବେ
ଚିତ୍ରା- କୌଣସି ଘଟଣାରେ ସପୃକ୍ତ ହୋଇପାରନ୍ତି । ମହିଳାମାନେ କୈାଣସି ଅଜଣା ବିପଦରେ ପଡି ପାରନ୍ତି । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି।
ପ୍ରତିକାର – ମିଠା ଖାଇ ଘରୁ ବାହରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର- ମେଷ ଦିବା ୦୮.୧୩ ଗତେ । ବୃଷ ତିଥି- ୬ଷ୍ଠୀ ଦିବା ୧୨.୫୧ ଗତେ ୭ମୀ ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୧୩ ଗତେ ବିଛା ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ