କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ।
ଚିତ୍ରା- ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ନୂତନ କାର୍ଯ୍ୟକୁ ନେଇ ସେଥିରେ କୃତକାର୍ଯ୍ୟ ହେବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
ସ୍ୱାତୀ- ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । କାରବାରରେ ଆପଣଙ୍କୁ ପ୍ରଚୁର ଲାଭ ହେବ । ପଢାପଢିରେ ଓ ପରୀକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତୃ ଆପଣଙ୍କର କ୍ଷତି କରି ପାରନ୍ତି ।
ବିଶାଖା-ଗୃହସୀମା ମହିଳାମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କେରିବେ । ମହିଳାମାନେ ବହୁତ କଷ୍ଟ ପାଇବେ । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର- ମେଷ ଦିବା ୦୮.୧୩ ଗତେ । ବୃଷ ତିଥି- ୬ଷ୍ଠୀ ଦିବା ୧୨.୫୧ ଗତେ ୭ମୀ ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୧୩ ଗତେ ବିଛା ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ