• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ।

Capricorn

ମକର

Wednesday 05 Mar 2025

ଉ,ଷାଢା- ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ମୁଣ୍ଡବ୍ୟଥା ଜନିତ ସମସ୍ୟା ଦେଖାଦେବ । ବ୍ୟବସାୟୀମାନେ କୌଶଳରେ କାର୍ଯ୍ୟ ହାସଲ କରିବେ।

ଶ୍ରବଣା- ଚାକିରୀରେ ସାମାନ୍ୟ ଅବହେଳା କରିବେ । ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ ।

ଧନିଷ୍ଠା- ଭୁସମ୍ପତି ସମାନ ପରିମାଣରେ ଭାଗ ହୋଇପାରେ । ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ । ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ।  ଚନ୍ଦ୍ର- ମେଷ ଦିବା ୦୮.୧୩ ଗତେ । ବୃଷ ତିଥି- ୬ଷ୍ଠୀ ଦିବା ୧୨.୫୧ ଗତେ ୭ମୀ ।ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୮.୧୩ ଗତେ ବିଛା ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ