ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପୂର୍ଣ୍ଣିମା ରାତ୍ରି ୧୧.୦୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ରାତ୍ରି ୦୯.୩୮ ଗତେ ୧ ପାଦ- କୁଟୁମ୍ଭହାନି – ତିଳକାଞନ ଦାନ
କୃତିକା- କର୍ମଚାରୀ ମହଲରେ ଆନନ୍ଦର ବାତାବରଣ ରହିବ । ଶାରିରୀକ କ୍ଲେଶ ଦୂର ହୋଇଯିବ । ସବୁଦିଗରୁ ଆପଣଙ୍କର ସୁନାମ ଓ ଆୟ ବୃଦ୍ଧି ହୋଇପାରେ । ଦୈନଦିନ ଜୀବନଟି ମୋଟାମୋଟି ଭାବେ ବିତାଇବେ
ରୋହିଣୀ- ପରିଶ୍ରମ ଅନୁସାରେ ପାରିଶ୍ରମିକ ପାଇବେ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ
ମୃଗଶିରା- ହଠାତ କୈାଣସି ଖୁସି ଖବର ପାଇବେ ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଅବହେଳା କରିଥିବା କାର୍ଯ୍ୟ ପାଇଁ ଅନୁତାପ କରିବେ
ପ୍ରତିକାର – ମାଆ କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬