ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପୂର୍ଣ୍ଣିମା ରାତ୍ରି ୧୧.୦୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ରାତ୍ରି ୦୯.୩୮ ଗତେ ୧ ପାଦ- କୁଟୁମ୍ଭହାନି – ତିଳକାଞନ ଦାନ
ପୁନର୍ବସୁ- ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ହଜମ ଜନୀତ ସମସ୍ୟା ଦେଖା ଦେଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ
ପୁଷ୍ୟା- ଗୃହିଣୀ ମାନେ କର୍ତ୍ତବ୍ୟପରିୟଣ ରହିବେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ
ଅଶ୍ଳେଷା- ଧର୍ଯ୍ୟ ଓ ସହନଶୀଳତା ସମ୍ବଳ କରି ଲକ୍ଷ୍ୟ ସାଧନ ଦିଗରେ ଆଗେଇ ଚାଲିବେ । କର୍ମକ୍ଷେତ୍ରରେ ଓ କୃଷି କ୍ଷେତ୍ରରେ ଉନ୍ନତି କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ରାଜନୈତିକ ନେତା ମାନେ ଶାନ୍ତିକାମୀ ହେବେ
ପ୍ରତିକାର – ଭୂବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨