ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପୂର୍ଣ୍ଣିମା ରାତ୍ରି ୧୧.୦୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ରାତ୍ରି ୦୯.୩୮ ଗତେ ୧ ପାଦ- କୁଟୁମ୍ଭହାନି – ତିଳକାଞନ ଦାନ
ଚିତ୍ରା- ବୈବାହିକ ଜୀବନରେ ମଧୁରତା ଆସିପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ
ସ୍ୱାତୀ- ରାଜନୀତିରେ ସଫଳତା ପାଇ ପାରନ୍ତି । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି । ବହୁ ସମସ୍ୟା ସତ୍ୱେ ଉନ୍ନତି ପରିଲକ୍ଷିତ ହେବ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ଉପସ୍ଥିତି ବୃଦ୍ଧି ପ୍ରୟୋଗ କରି ସମସ୍ୟାର ସମାଧାନ କରିବେ
ବିଶାଖା- ଖୋଜୁଥିବା ଜିନିଷଟି ପାଇ ଆନନ୍ଦିତ ହେବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬