ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପୂର୍ଣ୍ଣିମା ରାତ୍ରି ୧୧.୦୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ରାତ୍ରି ୦୯.୩୮ ଗତେ ୧ ପାଦ- କୁଟୁମ୍ଭହାନି – ତିଳକାଞନ ଦାନ
ମୂଳା- ପ୍ରେମ ଓ ସାଂସାରିକ ଜୀବନ ହସଖୁସିରେ କଟିବ । ନିଜ କାର୍ଯ୍ୟ ପାଇଁ ପ୍ରଂଶସିତ ହେବେ । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ । ପୂର୍ବ ଯୋଜନା ଅନୁସାରେ କାମ କରିବେ । ବାକି ପଡିଥିବା ଅର୍ଥକୁ କୈଶଳରେ ଆଦାୟ କରିବାକୁ ସମର୍ଥ ହେବେ
ପୂ, ଷାଢା-ସାମ୍ୱାଦିକତା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତି ପାଦିତ କରିବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ମଧୁର କଥା ଦ୍ୱାରା ଅନ୍ୟମାନଙ୍କୁ ଖୁସି କରିବେ । ବିବାଦିୟ ଘଟଣାରେ ବିଜୟଲାଭ କରିପାରନ୍ତି । ଅତ୍ୟଧିକ ଭାବପ୍ରବଣ ହୋଇ ଅସୁବିଧାରେ ପଡିପାରନ୍ତି
ଉ, ଷାଢା- ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ । ସାଂସାରିକ ସ୍ୱାଧିନତା ରହିବ । ଚାକିରିରେ ଆଶ୍ୱସ୍ତି ହୋଇପାରନ୍ତି । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩