Daily Horoscope 5th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁରମୟ ରହିବ
/odishatv-khabar/media/media_files/uploadimage/library/16_9/16_9_0/IMAGE_1683169295-980619.jpg)
ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପୂର୍ଣ୍ଣିମା ରାତ୍ରି ୧୧.୦୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ରାତ୍ରି ୦୯.୩୮ ଗତେ ୧ ପାଦ- କୁଟୁମ୍ଭହାନି – ତିଳକାଞନ ଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
