• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th May 2024: ଆଜି ଏହି ରାଶିର ବ୍ୟକ୍ତି ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ପ୍ରଶଂସିତ ହେବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ।ଚନ୍ଦ୍ର- ମୀନ ଅହୋରାତ୍ର ତିଥ- ୧୨ଶୀ ସନ୍ଧ୍ୟା ୦୫.୪୨ ଗତେ ୧୩ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୪୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Sunday 05 May 2024

ଅଶ୍ୱନୀ- ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର କାରଣ ହୋଇପାରେ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ ।

ଦ୍ୱିଜା-ସାହିତ୍ୟ, ସଙ୍ଗୀତ ଓ ସାମ୍ବାଦିକତା କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବାର ଆଶା ରହିଛି । କର୍ମ କ୍ଷେତ୍ରରେ କଡା ଭାଷା ପ୍ରୟୋଗ କଲେ ଶତ୍ରୁତା ଅର୍ଜନ କରିବେ ।

କୃତିକା- ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ଯାତ୍ରା ସମୟରେ ଯାନ ବାହନରେ ସତର୍କ ରହିବା ଭଲ ନଚେତ୍ କୌଣସି ଅପ୍ରୀତିକର ପରିସ୍ଥତର ସାମ୍ନା କରିବାକୁ ପଡିପାରେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :