ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ।ଚନ୍ଦ୍ର- ମୀନ ଅହୋରାତ୍ର ତିଥ- ୧୨ଶୀ ସନ୍ଧ୍ୟା ୦୫.୪୨ ଗତେ ୧୩ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୪୨ ଗତେ ୧ ପାଦ-କୃଷିହାନି-ଭୂମିଦାନ
ଧନିଷ୍ଠା- ପେଟ ସମ୍ବନ୍ଧୀୟ କୌଣସି ରୋଗ ଆପଣଙ୍କୁ ଅସୁବିଧାରେ ପକାଇପାରେ । ବନ୍ଧୁଙ୍କ ସାହାର୍ୟ୍ୟ ଦ୍ୱାରା କଠିନ କାର୍ୟ୍ୟ କରିବେ । ପାରିବାରିକ ଜୀବନରେ କିଛି ଭଲ ଖବର ଶୁଣିବାକୁ ପାଇବେ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ଶତଭିଷା- ବିବାହିତ ଜୀବନ ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ । ଆପଣଙ୍କର ଅଧ୍ୟୟନରେ ବାଧା ଆସିପାରେ ।
ପୂ,ଭାଦ୍ରପଦ- କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮