• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th May 2024: ଆଜି ଏହି ରାଶିର ବ୍ୟକ୍ତି ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ପ୍ରଶଂସିତ ହେବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ।ଚନ୍ଦ୍ର- ମୀନ ଅହୋରାତ୍ର ତିଥ- ୧୨ଶୀ ସନ୍ଧ୍ୟା ୦୫.୪୨ ଗତେ ୧୩ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୪୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Sunday 05 May 2024

ପୁନର୍ବସୁ- ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ

ପୁଷ୍ୟା- କର୍ମ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି, ଅର୍ଥ ଓ ସମ୍ମାନ ଲାଭ କରିବାରେ ସଫଳ ହେବେ । ରାଜନୈତିକ ସ୍ତରରେ ହଠାତ୍ ବିରୋଧୀ ପକ୍ଷ ସକ୍ରିୟ ହୋଇପାରନ୍ତି । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ ।

ଅଶ୍ଲେଷା- ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ । ସାମାଜିକ ସ୍ତରରେ ଆଦର ଅଭ୍ୟର୍ଥନା ସହ ସବୁରି ସଦିଚ୍ଛା ମିଳିବ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :