• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th May 2024: ଆଜି ଏହି ରାଶିର ବ୍ୟକ୍ତି ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ପ୍ରଶଂସିତ ହେବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ।ଚନ୍ଦ୍ର- ମୀନ ଅହୋରାତ୍ର ତିଥ- ୧୨ଶୀ ସନ୍ଧ୍ୟା ୦୫.୪୨ ଗତେ ୧୩ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୪୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Sunday 05 May 2024

ମଘା- ମାନସିକ ଅବସ୍ଥାରେ ପରିବର୍ତନ ହୋଇପାରେ । ଜୀବନସାଥୀଙ୍କର ସ୍ୱାସ୍ଥ୍ୟକୁ ନେଇ କିଛି ସମୟ ପାଇଁ ଚିନ୍ତିତ ହୋଇପାରନ୍ତି । କରିଥିବା କର୍ମ ପାଇଁ ଆପଣଙ୍କୁ କିଛି ଅସୁବିଧା ଭୋଗ କରିବାକୁ ପଡିପାରେ ।

ପୂ,ଫାଲଗୁନି- ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ସୁଯୋଗ ଆସିପାରେ । ଅସ୍ଥାବର ସମ୍ପତ୍ତି କିଣିବା ର ସୁଯୋଗ ମିଳିପାରେ । ବିଦ୍ୟାର୍ଥୀ ମାନେ ଦକ୍ଷତା ଅନୁସାରେ ଭଲ ଫଳାଫଳ ପାଇବେ ।

ଉ,ଫାଲଗୁନି- ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :