ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ।ଚନ୍ଦ୍ର- ମୀନ ଅହୋରାତ୍ର ତିଥ- ୧୨ଶୀ ସନ୍ଧ୍ୟା ୦୫.୪୨ ଗତେ ୧୩ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୪୨ ଗତେ ୧ ପାଦ-କୃଷିହାନି-ଭୂମିଦାନ
ଚିତ୍ରା- ଦେହପିଡାକୁ ଉପେକ୍ଷା ନ କରି କର୍ମରେ ଲାଗି ରହିବେ । ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ ।
ସ୍ୱାତୀ- କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ମହିଳା ମାନେ ପ୍ରତ୍ୟେକ କାର୍ୟ୍ୟ ପାଇଁ ସାବଧାନତା ଅବଲମ୍ବନ କରିବେ ।
ବିଶାଖା- ନିଜ ପରିସରରେ ଜଣେ ବନ୍ଧୁ ସାହାର୍ୟ୍ୟର ପ୍ରତିଶୃତି ଦେବେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନ ବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬