ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ।ଚନ୍ଦ୍ର- ମୀନ ଅହୋରାତ୍ର ତିଥ- ୧୨ଶୀ ସନ୍ଧ୍ୟା ୦୫.୪୨ ଗତେ ୧୩ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୪୨ ଗତେ ୧ ପାଦ-କୃଷିହାନି-ଭୂମିଦାନ
ମୂଳା- ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ ।
ପୂ,ଷାଢା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କର୍ୟ୍ୟକରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।
ଉ,ଷାଢା- ଭୂ-ସମ୍ପତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩