• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th May 2024: ଆଜି ଏହି ରାଶିର ବ୍ୟକ୍ତି ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ପ୍ରଶଂସିତ ହେବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ।ଚନ୍ଦ୍ର- ମୀନ ଅହୋରାତ୍ର ତିଥ- ୧୨ଶୀ ସନ୍ଧ୍ୟା ୦୫.୪୨ ଗତେ ୧୩ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୪୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Sunday 05 May 2024

ମୂଳା- ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ ।

ପୂ,ଷାଢା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କର‌୍ୟ୍ୟକରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।

ଉ,ଷାଢା- ଭୂ-ସମ୍ପତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।

ପ୍ରତିକାର – ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :