ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ।ଚନ୍ଦ୍ର- ମୀନ ଅହୋରାତ୍ର ତିଥ- ୧୨ଶୀ ସନ୍ଧ୍ୟା ୦୫.୪୨ ଗତେ ୧୩ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୪୨ ଗତେ ୧ ପାଦ-କୃଷିହାନି-ଭୂମିଦାନ
ଉ,ଷାଢା- ଶାରୀରିକ ସୁସ୍ଥତା ବଜାଇ ରଖିବା ସହିତ ଯନ୍ତ୍ରଣାରୁ ମୁକ୍ତି ପାଇବେ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ ।
ଶ୍ରବଣା- ରାଜନେତା ନୂଆ କାର୍ୟ୍ୟ ଭାର ଗ୍ରହଣ କରିବେ । ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।
ଧନିଷ୍ଠା- କୋର୍ଟରେ ମାମଲା ପାଇଁ ଶତୃ ବୃଦ୍ଧି ହୋଇପାରନ୍ତି । ନୂଆ ଉପାୟ ପ୍ରୟୋଗ କରିବେ ସାଂସୃତିକ କାର୍ୟ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ ।
ପ୍ରତିକାର – ସୂର୍ୟ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮