• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2022: ଏହି ରାଶିର ବ୍ୟକ୍ତି ଆଜି କୈାଣସି ଦୂର ଜାଗାକୁ ଯାତ୍ରା କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର ଚନ୍ଦ୍ର – ମୀନ ଅହୋରତ୍ର ତିଥି- ୧୨ଶୀ ସନ୍ଧ୍ୟା ୦୫/୦୭ ଗତେ ୧୩ ଶୀ ଘାତ ଚନ୍ଦ୍ର- ଧନୁ ଅହୋରତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫/୦୭ ଗତେ ୧ ପାଦ

Aries

ମେଷ

Saturday 05 Nov 2022

ଅଶ୍ୱନୀ – ପୁରୁଣା ରୋଗ ବ୍ୟାଧ ଜନିତ ପୀଡା ଦୁଶ୍ଚିନ୍ତାର କାରଣ ହୋଇପାରେ । କର୍ମକ୍ଷେତ୍ରରେ ବ୍ୟବହାରରେ ଶାଳୀନତା ରକ୍ଷା ନକଲେ ଓଲଟା ଫଳ ପାଇବେ ।

ଦ୍ୱିଜା –ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ପ୍ରବଳ ରହିଛି । କୋର୍ଟ କଚେରୀରେ ରାୟ ଡେରି ହୋଇପାରେ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ

କୃତିକା – ଉପରିସ୍ଥ ଅଫିସର ମାନଙ୍କର ଚାପ ବୃଦ୍ଧି ପାଇବ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ମହିଳା ମାନେ ଘରକାମରେ ବ୍ୟସ୍ତ ରହିବେ ।

ପ୍ରତିକାର - ହନୁମାନଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :