• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2022: ଏହି ରାଶିର ବ୍ୟକ୍ତି ଆଜି କୈାଣସି ଦୂର ଜାଗାକୁ ଯାତ୍ରା କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର ଚନ୍ଦ୍ର – ମୀନ ଅହୋରତ୍ର ତିଥି- ୧୨ଶୀ ସନ୍ଧ୍ୟା ୦୫/୦୭ ଗତେ ୧୩ ଶୀ ଘାତ ଚନ୍ଦ୍ର- ଧନୁ ଅହୋରତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫/୦୭ ଗତେ ୧ ପାଦ

Taurus

ବୃଷ

Saturday 05 Nov 2022

କୃତିକା - ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ ।

ରୋହିଣୀ – ବିଦ୍ୟାର୍ଥୀ ମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । କୈାଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ ।

ମୃଗଶିରା – ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ । ମହିଳା ମାନେ ଅଧିକ ପରିଶ୍ରମି ହେବେ ।

ପ୍ରତିକାର – ମାଆ କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :