• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2022: ଏହି ରାଶିର ବ୍ୟକ୍ତି ଆଜି କୈାଣସି ଦୂର ଜାଗାକୁ ଯାତ୍ରା କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର ଚନ୍ଦ୍ର – ମୀନ ଅହୋରତ୍ର ତିଥି- ୧୨ଶୀ ସନ୍ଧ୍ୟା ୦୫/୦୭ ଗତେ ୧୩ ଶୀ ଘାତ ଚନ୍ଦ୍ର- ଧନୁ ଅହୋରତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫/୦୭ ଗତେ ୧ ପାଦ

Pisces

ମୀନ

Saturday 05 Nov 2022

ପୂ , ଭାଦ୍ରପଦ - ପରିବାରରେ ଯେପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ ।

ଉ , ଭଦ୍ରପଦ - ରାଜନିତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ

ରେବତୀ – ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ । ମହିଳା ମାନେ କୈାଣସି ଚାପରେ ରହିବେ ।

ପ୍ରତିକାର – ମାଆ ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :