• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2022: ଏହି ରାଶିର ବ୍ୟକ୍ତି ଆଜି କୈାଣସି ଦୂର ଜାଗାକୁ ଯାତ୍ରା କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର ଚନ୍ଦ୍ର – ମୀନ ଅହୋରତ୍ର ତିଥି- ୧୨ଶୀ ସନ୍ଧ୍ୟା ୦୫/୦୭ ଗତେ ୧୩ ଶୀ ଘାତ ଚନ୍ଦ୍ର- ଧନୁ ଅହୋରତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫/୦୭ ଗତେ ୧ ପାଦ

Gemini

ମିଥୁନ

Saturday 05 Nov 2022

ମୃଗଶିରା - ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବାରରେ ତିକ୍ତତା ଦେଖାଦେଇ ପାରେ । ବ୍ୟବସାୟରେ ବଡ ବ୍ୟବସାୟୀଙ୍କ ସହ ହାତ ମିଳାଇବେ ।

ଆଦ୍ରା – ରାଜନିତିରେ ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ଛାତ୍ରଛାତ୍ରୀ ମାନେ ପଢାରେ ଅଗ୍ରଗତି କରିବେ ।

ପୁନର୍ବସୁ - ଜମିଜମାକୁ ନେଇ କୋର୍ଟର ଦ୍ୱାରସ୍ଥ ହେବେ । ମହିଳା ମାନେ କୈାଣସି ସଭାରେ ସମ୍ମାନିତ ହେବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :