• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2022: ଏହି ରାଶିର ବ୍ୟକ୍ତି ଆଜି କୈାଣସି ଦୂର ଜାଗାକୁ ଯାତ୍ରା କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର ଚନ୍ଦ୍ର – ମୀନ ଅହୋରତ୍ର ତିଥି- ୧୨ଶୀ ସନ୍ଧ୍ୟା ୦୫/୦୭ ଗତେ ୧୩ ଶୀ ଘାତ ଚନ୍ଦ୍ର- ଧନୁ ଅହୋରତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫/୦୭ ଗତେ ୧ ପାଦ

Leo

ସିଂହ

Saturday 05 Nov 2022

ମଘା – ପାରିବାରିକ ସମସ୍ୟା ଘଟିଲେ ମଧ୍ୟ ଦୁଃସାହସିକ ପଦକ୍ଷପ ନେଇ ସମସ୍ୟାର ସମାଧାନ କରିବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।

ପୂ , ଫାଲଗୁନୀ - ରାଜନିତିରେ ଲକ୍ଷ୍ୟପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ । କର୍ମକ୍ଷେତ୍ରରେ ପ୍ରଂଶସା ଓ ପ୍ରତିଷ୍ଠା ପ୍ରତି ଈର୍ଷାନ୍ୱିତ ହେବେ । ଛାତ୍ରଛାତ୍ରୀ ମାନେ ଉନ୍ନତି ପଥରେ ଅଗ୍ରସର ହେବେ ।

ଉ ,ଫାଲଗୁନୀ – ନୂଆ ଘର କିଣିବା ପାଇଁ ଯୋଜନା କରିବେ । ମହିଳା ମାନେ ଅଳଙ୍କାର ପ୍ରିୟ ରହିବେ ।

ପ୍ରତିକାର – ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :