• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2022: ଏହି ରାଶିର ବ୍ୟକ୍ତି ଆଜି କୈାଣସି ଦୂର ଜାଗାକୁ ଯାତ୍ରା କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର ଚନ୍ଦ୍ର – ମୀନ ଅହୋରତ୍ର ତିଥି- ୧୨ଶୀ ସନ୍ଧ୍ୟା ୦୫/୦୭ ଗତେ ୧୩ ଶୀ ଘାତ ଚନ୍ଦ୍ର- ଧନୁ ଅହୋରତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫/୦୭ ଗତେ ୧ ପାଦ

Libra

ତୁଳା

Saturday 05 Nov 2022

ଚିତ୍ରା – ଯାନବାହନ କ୍ଷତି, ଦୁର୍ଘଟଣା ଆଦିର ଭୟ ଦେଖା ଦେଇପାରେ । ଅନ୍ୟ ଜିଲ୍ଲାରେ ବ୍ୟବସାୟ ବିସ୍ତାର କରିବା ଲାଗି ଭାବିବେ ।

ସ୍ୱାତୀ –ଅଧିକ କ୍ରୋଧ କରିଲେ କାମରେ ଗତିରୋଧ ହେବ । ପିଲା ମାନେ ସୁଗୁଣ ଅନୁପ୍ରାଣିତ ହେବେ । ରାଜନିତି ତଥା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସି୍ଥତି ଭିନ୍ନରୂପ ନେଇପାରେ ।

ବିଶାଖା – ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ ।

ପ୍ରତିକାର – ମହାଦେବଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :