• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2022: ଏହି ରାଶିର ବ୍ୟକ୍ତି ଆଜି କୈାଣସି ଦୂର ଜାଗାକୁ ଯାତ୍ରା କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର ଚନ୍ଦ୍ର – ମୀନ ଅହୋରତ୍ର ତିଥି- ୧୨ଶୀ ସନ୍ଧ୍ୟା ୦୫/୦୭ ଗତେ ୧୩ ଶୀ ଘାତ ଚନ୍ଦ୍ର- ଧନୁ ଅହୋରତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫/୦୭ ଗତେ ୧ ପାଦ

Sagittarius

ଧନୁ

Saturday 05 Nov 2022

ମୂଳା – ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ ।

ପୂ , ଷାଢା – କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇବ । ସଭାସମିତିରେ ନିଜର ସୀମା ଭିତରେ ରହିବା ଭଲ ନହେଲେ ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ ।

ଉ , ଷାଢା – କଚେରି ମାମଲାର ଶୁଣାଣିରେ ବିଳମ୍ବଜନିତ କ୍ଷୋଭ ପ୍ରକାଶ କରିପାରନ୍ତି । ମହିଳା ମାନଙ୍କର ଜୀବନ ସମସ୍ୟା ବହୁଳ ହୋଇପାରେ ।

ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :