• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2022: ଏହି ରାଶିର ବ୍ୟକ୍ତି ଆଜି କୈାଣସି ଦୂର ଜାଗାକୁ ଯାତ୍ରା କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର ଚନ୍ଦ୍ର – ମୀନ ଅହୋରତ୍ର ତିଥି- ୧୨ଶୀ ସନ୍ଧ୍ୟା ୦୫/୦୭ ଗତେ ୧୩ ଶୀ ଘାତ ଚନ୍ଦ୍ର- ଧନୁ ଅହୋରତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫/୦୭ ଗତେ ୧ ପାଦ

Capricorn

ମକର

Saturday 05 Nov 2022

ଉ , ଷାଢା - ପରିବାରରେ ଖର୍ଚ୍ଚର ପରିମାଣ ବୃଦ୍ଧି ପାଉଥିବାରୁ ମନରେ ସରସ୍ୱତା ରହିବ ନାହିଁ । ଅବଶ୍ୟ ନିଜର କାର୍ଯ୍ୟଦକ୍ଷତା ହେତୁ ବନ୍ଧୁ ମାନଙ୍କ ଗହଣରେ ପ୍ରଂଶସିତ ହେବେ 

ଶ୍ରବଣା – ରାଜନିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟ , ପରିବହନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଶିକ୍ଷାର୍ଥୀ ମାନଙ୍କୁ ଟିକେ କଷ୍ଟ କରିବା ପାଇଁ ପଡିପାରେ

ଧନିଷ୍ଠା – କୋର୍ଟର ଶୁଣାଳୀରେ ମନ ଆନନ୍ଦିତ ରହିବ । ମହିଳା ମାନଙ୍କୁ କୈାଣସି ଦୂର ଜାଗାକୁ ବୁଲିବା ପାଇଁ ସୁଯୋଗ ମିଳିବ ।

ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :