• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ରବିବାର ଚନ୍ଦ୍ର – ମୀନ ରାତ୍ରି ୧୨/୦୫ ଗତେ ମେଷ ତିଥି- ୧୩ ଶୀ ଦିବା ୦୪/୨୯ ଗତେ ୧୪ଶୀ ଘାତ ଚନ୍ଦ୍ର- ଧନୁ ରାତ୍ରି ୧୨/୦୫ ଗତେ ମେଷ ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିଦାନି-ଭୂମିଦାନ

Aries

ମେଷ

Sunday 06 Nov 2022

ଅଶ୍ୱନୀ – ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିପାରନ୍ତି । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ ।

ଦ୍ୱିଜା – କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ରାଜନିତିରେ ମନର ବଳ ଖୁବ୍ ଟାଣ ରହିବ । ବ୍ୟବସାୟୀ ମାନେ ଉନ୍ନତି ଦିଗରେ ଗତି କରିବେ ।

କୃତିକା – ପୈତୃକ ସମ୍ପତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ । ମହିଳା ମାନେ ତାଙ୍କ ଜିଦ୍‌ରେ ଅଟଳ ରହିବେ ।

ପ୍ରତିକାର - ନିଷ୍ଠାପର ଭାବେ ମହାଦେବଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :