• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ରବିବାର ଚନ୍ଦ୍ର – ମୀନ ରାତ୍ରି ୧୨/୦୫ ଗତେ ମେଷ ତିଥି- ୧୩ ଶୀ ଦିବା ୦୪/୨୯ ଗତେ ୧୪ଶୀ ଘାତ ଚନ୍ଦ୍ର- ଧନୁ ରାତ୍ରି ୧୨/୦୫ ଗତେ ମେଷ ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିଦାନି-ଭୂମିଦାନ

Taurus

ବୃଷ

Sunday 06 Nov 2022

କୃତିକା - ନିଜର କାର୍ଯ୍ୟସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ ।

ରୋହିଣୀ – କର୍ମକ୍ଷେତ୍ରରେ ଚିନ୍ତାରେ ରହି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ରାଜନିତିରେ କାମ ଗୁଡିକୁ ସମ୍ପନ୍ନ କରିବେ । ଛାତ୍ରଛାତ୍ରି ପଢାରେ ଆଗେଇବା ପାଇଁ ଚେଷ୍ଟା କରିବେ 

ମୃଗଶିରା – ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ନାରୀମାନେ ଈର୍ଷାପରାୟଣ ରହିବେ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :