• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ରବିବାର ଚନ୍ଦ୍ର – ମୀନ ରାତ୍ରି ୧୨/୦୫ ଗତେ ମେଷ ତିଥି- ୧୩ ଶୀ ଦିବା ୦୪/୨୯ ଗତେ ୧୪ଶୀ ଘାତ ଚନ୍ଦ୍ର- ଧନୁ ରାତ୍ରି ୧୨/୦୫ ଗତେ ମେଷ ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିଦାନି-ଭୂମିଦାନ

Aquarius

କୁମ୍ଭ

Sunday 06 Nov 2022

ଧନିଷ୍ଠା – ପରିବାର ସହ ଯାତ୍ରାରେ ସଫଳତା ହାସଲ କରିପାରିବେ । ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । ଶାରୀରିକ ସୁସ୍ଥତା ପୂର୍ବପରି ଭଲ ରହିବ ।

ଶତଭିଷା – କର୍ମକ୍ଷେତ୍ରରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ରାଜନୈତିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନେବେ ।

ପୂ , ଭାଦ୍ରପଦ –ମାଲିମକନ୍ଦମାରେ ଜୟଲାଭ କରିବାର ଆଶା ରହିଛି । ମହିଳା ମାନେ କୁଟୁମ୍ଭ ଲୋକଙ୍କ ସହ ସମୟ ବିତାଇବେ ।

ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :