• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ରବିବାର ଚନ୍ଦ୍ର – ମୀନ ରାତ୍ରି ୧୨/୦୫ ଗତେ ମେଷ ତିଥି- ୧୩ ଶୀ ଦିବା ୦୪/୨୯ ଗତେ ୧୪ଶୀ ଘାତ ଚନ୍ଦ୍ର- ଧନୁ ରାତ୍ରି ୧୨/୦୫ ଗତେ ମେଷ ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିଦାନି-ଭୂମିଦାନ

Gemini

ମିଥୁନ

Sunday 06 Nov 2022

ମୃଗଶିରା - ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ ।

ଆଦ୍ରା - ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ ।

ପୁନର୍ବସୁ - ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :