• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ରବିବାର ଚନ୍ଦ୍ର – ମୀନ ରାତ୍ରି ୧୨/୦୫ ଗତେ ମେଷ ତିଥି- ୧୩ ଶୀ ଦିବା ୦୪/୨୯ ଗତେ ୧୪ଶୀ ଘାତ ଚନ୍ଦ୍ର- ଧନୁ ରାତ୍ରି ୧୨/୦୫ ଗତେ ମେଷ ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିଦାନି-ଭୂମିଦାନ

Virgo

କନ୍ୟା

Sunday 06 Nov 2022

ଉ , ଫାଲଗୁନୀ – ପାରିବାରିକ ସମସ୍ୟା ସମାଧାନରେ ରାସ୍ତା ଖୋଜିବାରେ ସମର୍ଥ ହେବେ । ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ବଡ ବ୍ୟବସାୟିଙ୍କ ସହ ହାତ ମିଳାଇବେ ।

ହସ୍ତା – ରାଜନିତିରେ ଲୋକଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । କର୍ମକ୍ଷେତ୍ରରେ ସମସ୍ୟା ନିରାକରଣ ପାଇଁ ଚେଷ୍ଟିତ ହେବେ । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ ।

ଚିତ୍ରା – ଭୂ-ସମ୍ପତି ପାଇଁ କଳହ ଲାଗିପାରେ । ମହିଳା ମାନେ ଚିନ୍ତିତ ରହିବେ ।

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :