• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ରବିବାର ଚନ୍ଦ୍ର – ମୀନ ରାତ୍ରି ୧୨/୦୫ ଗତେ ମେଷ ତିଥି- ୧୩ ଶୀ ଦିବା ୦୪/୨୯ ଗତେ ୧୪ଶୀ ଘାତ ଚନ୍ଦ୍ର- ଧନୁ ରାତ୍ରି ୧୨/୦୫ ଗତେ ମେଷ ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିଦାନି-ଭୂମିଦାନ

Libra

ତୁଳା

Sunday 06 Nov 2022

ଚିତ୍ରା – କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।

ସ୍ୱାତୀ – ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ରାଜନିତିରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷାରେ ଅଗ୍ରଗତି କରିବେ ।

ବିଶାଖା – ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ । ନାରୀ ମାନଙ୍କର ସହନଶୀଳତା ବୃଦ୍ଧି ପାଇବ ।

ପ୍ରତିକାର –ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :