• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ରବିବାର ଚନ୍ଦ୍ର – ମୀନ ରାତ୍ରି ୧୨/୦୫ ଗତେ ମେଷ ତିଥି- ୧୩ ଶୀ ଦିବା ୦୪/୨୯ ଗତେ ୧୪ଶୀ ଘାତ ଚନ୍ଦ୍ର- ଧନୁ ରାତ୍ରି ୧୨/୦୫ ଗତେ ମେଷ ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିଦାନି-ଭୂମିଦାନ

Capricorn

ମକର

Sunday 06 Nov 2022

ଉ , ଷାଢା - ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ ।

ଶ୍ରବଣା – ରାଜନିତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ବ୍ୟବସାୟରେ କୈାଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ।

ଧନିଷ୍ଠା – ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳା ମାନେ ଅର୍ଥଲାଭ କରିବେ ।

ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :