• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2023: ଏହି ରାଶିର ବ୍ୟକ୍ତି ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୩.୧୮ ଗତେ ୯ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Sunday 05 Nov 2023

ମୂଳା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକାମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ

ପୂ,ଷାଢା- ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ ।

ଉ,ଷାଢା- ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ।

ପ୍ରତିକାର – ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :