• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2023: ଏହି ରାଶିର ବ୍ୟକ୍ତି ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୩.୧୮ ଗତେ ୯ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Sunday 05 Nov 2023

କୃତିକା-ନିକଟ ସମ୍ପର୍କୀୟଙ୍କଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।

ରୋହିଣୀ- ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡିପାରନ୍ତି ।

ମୃଗଶିରା- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକ ମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ । ମହିଳାମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :